ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁଁ ଜନଜୀବନ ପ୍ରଭାବିତ: ଆଜି ଦିଲ୍ଲୀରୁ ଭୁବନେଶ୍ୱର ଆସୁବାକୁ ଥିବା ରାଜଧାନୀ ଏକ୍ସପ୍ରେସ୍‌ ବାତିଲ, ପୁରୀରୁ ଦିଲ୍ଲୀ ଯିବାକୁ ଥିବା ନୀଳାଚଳ ଏକ୍ସପ୍ରେସ୍‌ ବିଳମ୍ୱରେ ଯିବ