ଜୁଲାଇ ୨୮, ଶନିବାର: ଜାଣନ୍ତୁ କେଉଁ ରାଶିର ଲୋକେ ଆଜି ଗୁଡ଼ ଖାଇ ଘରୁ ବାହାରିବା ଉଚିତ୍

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ନୂଆ ଗାଡ଼ି କିଣି ପାରନ୍ତି। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ବୃଷ: କାର୍ଯ୍ୟାଳୟରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି। ପ୍ରେମ ସମ୍ପର୍କ ଭଲ ରହିବ। ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଯଥା ବାଦ-ବିବାଦ ଭିତରେ ପଡ଼ନ୍ତୁ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କର୍କଟ: ପରିବାରରେ ଶାନ୍ତି ବଜାୟ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ସିଂହ: ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। […]

zodaic

zodaic

Rakesh Mallick
  • Published: Saturday, 28 July 2018
  • Updated: 28 July 2018, 07:27 AM IST

Sports

Latest News

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ନୂଆ ଗାଡ଼ି କିଣି ପାରନ୍ତି। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ବୃଷ: କାର୍ଯ୍ୟାଳୟରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି। ପ୍ରେମ ସମ୍ପର୍କ ଭଲ ରହିବ।

ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଯଥା ବାଦ-ବିବାଦ ଭିତରେ ପଡ଼ନ୍ତୁ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କର୍କଟ: ପରିବାରରେ ଶାନ୍ତି ବଜାୟ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ସିଂହ: ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ନୂତନ ଚାକିରିରେ ଯୋଗ ଦେଇପାରନ୍ତି। କିଛି ସମୟ ଠାକୁର ପୂଜାରେ କାଟନ୍ତୁ।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ଗୁଡ଼ ଖାଇ ଘରୁ ବାହାରନ୍ତୁ।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ପରିବାରରେ ହସଖୁସିର ବାତାବରଣ ରହିବ। ବନ୍ଧୁଙ୍କ ସହ ମତଭେଦ ହୋଇପାରେ।

ବିଚ୍ଛା: ସୁସ୍ଥ ରହିବେ। ଧନପ୍ରାପ୍ତିର ଯୋଗ ରହିଛି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ଦାମ୍ପତ୍ୟ ଜୀବନ ଭଲରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ପରିବାରରେ ଶୁଭ କାର୍ଯ୍ୟ ହୋଇପାରେ।

ମକର: କୌଣସି ପ୍ରସଙ୍ଗକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କଠାରୁ ସହଯୋଗ ମିଳିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ସବୁ କାର୍ଯ୍ୟ ଭଲରେ ଭଲରେ ହୋଇଯିବ। ବିପରୀତ ଲିଙ୍ଗ ପ୍ରତି ଆକୃଷ୍ଟ ହେବେ।

ମୀନ: ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। କୌଣସି କାମରେ ବନ୍ଧୁଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos