ଦକ୍ଷିଣ ଓଡ଼ିଶାର ୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା: ଅପରାହ୍ନ ୪ଟା ଯାଏଁ ଗଜପତି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ; ବର୍ଷା ପବନ ସହ ଘଡ଼ଘଡ଼ି ଓ କୁଆପଥର ବୃଷ୍ଟି ସମ୍ଭାବନା

Previous ArticleNext Article

Send this to a friend