ବଲାଙ୍ଗିର: ଲାଞ୍ଚ ନେବା ମାମଲାରେ ଲୋଇସିଂହାର ପୂର୍ବତନ ତହସିଲଦାର ବିଜୟିନୀ ବିଶ୍ୱାଳଙ୍କୁ ୨ ବର୍ଷ କାରାଦଣ୍ଡାଦେଶ ସହ ୨ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଲେ ବଲାଙ୍ଗିର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ

Previous ArticleNext Article

Send this to a friend