ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ମହିଳା ହକି ଦଳ ଘୋଷିତ, ଭାରତୀୟ ମହିଳା ଦଳରେ ସ୍ଥାନ ପାଇଲେ ଓଡ଼ିଶାର ୪ ଖେଳାଳି ଦୀପଗ୍ରେସ୍ ଏକ୍କା, ଲିଳିମା ମିଞ୍ଜ୍, ନମିତା ଟପ୍ପୋ ଓ ସୁନିତା ଲାକ୍ରା