ପୂର୍ବ ଶତ୍ରୁତାରୁ ଯୁବକଙ୍କ ଉପରକୁ ଗୁଳି ମାଡ଼

ଜଗତସିଂହପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆଜି ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ତେରତାଙ୍ଗ ଛକ ନିକଟରେ ବଡ଼ରୋଡଙ୍ଗ ଗାଁର ରବିନାରାୟଣ ଲେଙ୍କାଙ୍କ ଉପରେ ଗୁଳି ମାଡ଼ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ଉପରେ ଗୁଳି ଚଳାଇ ଫେରାର ହୋଇଯାଇଛନ୍ତି। ଲେଙ୍କାଙ୍କ ଗୁଡ଼ରେ ଦୁଇଟି ଗୁଳି ବାଜିଛି। ତାଙ୍କୁ  ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏ ନେଇ ଅଭିଯୋଗ ହେବା ପରେ ପୋଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

fireing

fireing

Rakesh Mallick
  • Published: Wednesday, 28 December 2016
  • Updated: 28 December 2016, 09:35 PM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story