ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ ଉପସ୍ଥିତ ଭବାନୀପାଟଣାରେ ବିଜେପି କର୍ମକର୍ତ୍ତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ, ବିଧାୟକ, ପୂର୍ବତନ ବିଧାୟକ, ଜିଲ୍ଲା ସଭାପତି ଓ ପ୍ରଭାରୀ ସାମିଲ