ଢେଙ୍କାନାଳ: ଗେଙ୍ଗୁଟିଆ ଗାଁରେ ଉତ୍ତେଜନା

dkl

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ଗେଙ୍ଗୁଟିଆ ଗାଁରେ ସବର୍ଣ୍ଣ ଓ ଅସବର୍ଣ୍ଣ ବିବାଦକୁ ନେଇ ଆଜି ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦୁଇ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି। ଏବେ ପରିସ୍ଥିତି ଶାନ୍ତ ରହିଥିବା ଜଣାପଡ଼ିଛି।

Previous ArticleNext Article

Send this to a friend