ରକ୍ତଚାପକୁ ନିୟନ୍ତ୍ରିତ କରେ ସୂର୍ଯ୍ୟକିରଣ

ଭୁବନେଶ୍ୱର: ସୂର୍ଯ୍ୟ କିରଣରୁ ଭିଟାମିନ୍ ଡି ମିଳଥାଏ । ସୂର୍ଯ୍ୟ କିରଣ ରକ୍ତଚାପ ମଧ୍ୟ ହ୍ରାସ କରିଥାଏ ।  ତେବେ ନିକଟରେ ହୋଇଥିବା ଏକ ଗବେଷଣାରୁ ଏହା ଜଣାପଡିଛି, ବ୍ରିଟେନ୍ ସ୍ଥିତ ୟୁନିଭରସିର୍ଟି ଅଫ୍ ସାଉଥମେଟନ୍ର ଗବେଷକ କହିଛନ୍ତି ଯେ, ସୂର୍ଯ୍ୟକିରଣ ଚର୍ମର ଓ ରକ୍ତରେ ମହଜୁଦ୍ ଥିବା ନାଇଟ୍ରିକ୍ ଅକ୍ସାଇଟର ସ୍ତର ପରିବର୍ତ୍ତନ କରିଥାଏ। ଚର୍ମରୁ ମିଳୁଥିବା ନାଇଟ୍ରିକ୍ ଅକ୍ସାଇଟ୍ ରକ୍ତଚାପ ନିୟନ୍ତ୍ରିତ କରିବାରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ । ସୂର୍ଯ୍ୟ କିରଣର ସଂର୍ଶ୍ପରେ ଆସିବା […]

Sunny morning

Sunny morning

Rakesh Mallick
  • Published: Sunday, 10 May 2015
  • Updated: 27 April 2017, 05:28 PM IST

Sports

Latest News

ଭୁବନେଶ୍ୱର: ସୂର୍ଯ୍ୟ କିରଣରୁ ଭିଟାମିନ୍ ଡି ମିଳଥାଏ । ସୂର୍ଯ୍ୟ କିରଣ ରକ୍ତଚାପ ମଧ୍ୟ ହ୍ରାସ କରିଥାଏ ।  ତେବେ ନିକଟରେ ହୋଇଥିବା ଏକ ଗବେଷଣାରୁ ଏହା ଜଣାପଡିଛି, ବ୍ରିଟେନ୍ ସ୍ଥିତ ୟୁନିଭରସିର୍ଟି ଅଫ୍ ସାଉଥମେଟନ୍ର ଗବେଷକ କହିଛନ୍ତି ଯେ, ସୂର୍ଯ୍ୟକିରଣ ଚର୍ମର ଓ ରକ୍ତରେ ମହଜୁଦ୍ ଥିବା ନାଇଟ୍ରିକ୍ ଅକ୍ସାଇଟର ସ୍ତର ପରିବର୍ତ୍ତନ କରିଥାଏ। ଚର୍ମରୁ ମିଳୁଥିବା ନାଇଟ୍ରିକ୍ ଅକ୍ସାଇଟ୍ ରକ୍ତଚାପ ନିୟନ୍ତ୍ରିତ କରିବାରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ । ସୂର୍ଯ୍ୟ କିରଣର ସଂର୍ଶ୍ପରେ ଆସିବା ଦ୍ୱାରା ଏହା କିଛି ପରିମାଣର ଚର୍ମ ବ୍ୟତୀତ ରକ୍ତ ପ୍ରବାହରେ ସାମିଲ ହୋଇଥାଏ । ଏହା ଦ୍ୱାରା ରକ୍ତ ଧମନୀରେ ଚାପ କମ୍ ହେବା ସହ  ରକ୍ତଚାପ ହ୍ରାସ ହୋଇଥାଏ । ଗବେଷକଙ୍କ ମତରେ, ଅଧିକ ସମୟ ଯାଏଁ  ସୂର୍ଯ୍ୟ କିରଣରେ ରହିବା ଦ୍ୱାରା ଚର୍ମ କର୍କଟ ହେବାର ଆଶଙ୍କା ରହିଛି ।  ଉତ୍ତମ ସ୍ୱାସ୍ଥ୍ୟ ପାଇଁ ସକାଳ ପ୍ରଥମ ସୂର୍ଯ୍ୟ କିରଣରେ ଭ୍ରମଣ କରିବା ଉଚିତ।  ଯାହାଦ୍ୱାରା ଆମ ସ୍ୱାସ୍ଥ୍ୟ ଭଲ ରହିଥାଏ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story