ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଧର୍ମେନ୍ଦ୍ର

Dharmendra-pradhan

ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମଧ୍ୟପ୍ରଦେଶରୁ ରାଜ୍ୟସଭା ଆସନ ପାଇଁ ଧର୍ମେନ୍ଦ୍ର ପ୍ରଧାନ ନାମାଙ୍କନ ଦାଖଲ କରିଛନ୍ତି। ଭୋପାଳରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଉପସ୍ଥିତିରେ ସେ ନାମାଙ୍କନ ଦାଖଲ କରିଛନ୍ତି। ରାଜ୍ୟସଭାର ୫୮ଟି ସିଟ୍ ପାଇଁ ଆସନ୍ତା ୨୩ ତାରିଖରେ ଭୋଟ ଗ୍ରହଣ ହେବ। ଆସନ୍ତା ଏପ୍ରିଲରେ ୫୮ଜଣ ସାଂସଦଙ୍କ କାର୍ଯ୍ୟକାଳ ସରୁଛି।

Previous ArticleNext Article

Send this to a friend