ବଙ୍ଗୋପସାଗରରେ ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓଡିଶାରେ ଗୋଟିଏରୁ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏଥିପାଇଁ ମତ୍ସ୍ୟଜୀବିଙ୍କୁ ସମୁଦ୍ରକୁ ଯିବା ବେଳେ ସତର୍କତା ଅବଲମ୍ୱନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

rain

rain

Rakesh Mallick
  • Published: Wednesday, 08 July 2015
  • Updated: 08 July 2015, 11:20 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story