ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ଲମତାପୁଟ(ଓଡ଼ିଶା ରିପୋର୍ଟର): ୭ ଦଫା ଦାବି ପୂରଣ ନେଇ ଆଜି କୋରାପୁଟ ଜିଲ୍ଲା ମାଛକୁଣ୍ଡରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ମାଛକୁଣ୍ଡ ଯୁବକ ସଂଘ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଯୋଗୁଁ ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଛି। ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପ କର୍ମଚାରୀଙ୍କୁ ଭିତରକୁ ଆନ୍ଦୋଳନକାରୀମାନେ ଛାଡୁ ନାହାନ୍ତି।</p> <p>ଗତ ୭ ଦିନ ଧରି ବିଭିନ୍ନ ଦାବି ନେଇ ସଂଘ ପକ୍ଷରୁ ଆନ୍ଦୋଳନ ଚାଲିଥିଲା।</p> <p>&nbsp;</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।