ଭୋଗ ଖାଇ ୧୫ ଅସୁସ୍ଥ

<p>ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ତଲିଗୁଡ଼ା ଗାଁରେ ଭୋଗ ଖାଇ ୧୫ ଜଣ ଅସୁସ୍ଥ ହୋଇଛନ୍ତି। ଗତକାଲି ଶନି ମେଳା ଭୋଗ ଖାଇବା ପରେ ଏମାନେ ଅସୁସ୍ଥ ହୋଇପଡ଼ିଥିଲେ। ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।</p>

Ordigital Desk
  • Published: Sunday, 13 May 2018
  • Updated: 13 May 2018, 05:22 PM IST

Sports

Latest News

<p>ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ତଲିଗୁଡ଼ା ଗାଁରେ ଭୋଗ ଖାଇ ୧୫ ଜଣ ଅସୁସ୍ଥ ହୋଇଛନ୍ତି। ଗତକାଲି ଶନି ମେଳା ଭୋଗ ଖାଇବା ପରେ ଏମାନେ ଅସୁସ୍ଥ ହୋଇପଡ଼ିଥିଲେ। ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos