୧୮ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌

ବଲାଙ୍ଗିର (ମନୋରଞ୍ଜନ ଯୋଷୀ): ଏକ ହତ୍ୟା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ବଲାଙ୍ଗିର ଜିଲ୍ଲା ଓ ଦୌରା ଜଜ୍ ମାମଲାକୁ ବିଚାର କରି ୧୮ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତକରି ଆଜୀବନ ଜେଲଦାଣ୍ଡାଦେଶ ଶୁଣାଇଛନ୍ତି। ୧୩ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ବିଚାରପତି ଏହି ରାୟ ଶୁଣାଇଛନ୍ତି। ବଲାଙ୍ଗିର ସଦର ଥାନା ସଲତରପାଲିରେ ଚାପଧାରୀ ଜାଲ ଓ ବିପିନ୍‌ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପରେ ଏହା ଉଗ୍ର ରୂପ ଧାରଣ କରିଥିଲା। ୨୦୧୧ ଜୁଲାଇ ୫ […]

life time impresement

life time impresement

Rakesh Mallick
  • Published: Wednesday, 04 July 2018
  • Updated: 04 July 2018, 04:02 PM IST

Sports

Latest News

ବଲାଙ୍ଗିର (ମନୋରଞ୍ଜନ ଯୋଷୀ): ଏକ ହତ୍ୟା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ବଲାଙ୍ଗିର ଜିଲ୍ଲା ଓ ଦୌରା ଜଜ୍ ମାମଲାକୁ ବିଚାର କରି ୧୮ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତକରି ଆଜୀବନ ଜେଲଦାଣ୍ଡାଦେଶ ଶୁଣାଇଛନ୍ତି। ୧୩ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ବିଚାରପତି ଏହି ରାୟ ଶୁଣାଇଛନ୍ତି।

ବଲାଙ୍ଗିର ସଦର ଥାନା ସଲତରପାଲିରେ ଚାପଧାରୀ ଜାଲ ଓ ବିପିନ୍‌ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପରେ ଏହା ଉଗ୍ର ରୂପ ଧାରଣ କରିଥିଲା। ୨୦୧୧ ଜୁଲାଇ ୫ ତାରିଖରେ ଚାପଧାରୀଙ୍କୁ ଘରୁ ଡାକି ନେଇ ୧୯ ଜଣ ଅଭିଯୁକ୍ତ ମିଶି ପିଟିପିଟି ହତ୍ୟା କରିଥିଲେ। ପରେ ଏହାକୁ ଆତ୍ମହତ୍ୟାର ରୂପ ଦେଇଥିଲେ। ବଲାଙ୍ଗିର ଜିଲ୍ଲା ଓ ଦୌରା ଜଜ୍ ମାମାଲାକୁ ବିଚାର କରି ୧୯ ଅଭିଯୁକ୍ତଙ୍କ ମଧ୍ୟରୁ ୧୮ ଜଣଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story