ବାବାଙ୍କୁ ଦଳି ଦେଲା ହାତୀ

<p>କାମାକ୍ଷାନଗର (ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲାର ମହାବିରୋଡ଼ ରେଞ୍ଜର ଡିହୋଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ସରାଙ୍ଗରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ସରାଙ୍ଗ ଖନ୍ଦାନାଳ ଆଶ୍ରମର ତିନି ଜଣ ବାବା ଶୌଚ ପାଇଁ ନଦୀକୁ ଯାଇଥିବା ବେଳେ ହାତୀ ହାବୁଡରେ ପଡ଼ିଯାଇଥିଲେ। ଏମାନଙ୍କ ମଧ୍ୟରୁ ଜଣେ ବାବା ଦୌଡ଼ି ପଳାଇ ଆସିଥିବା ବେଳେ ଦୁଇ ଜଣଙ୍କୁ ନଦୀ ପଠାରେ ହାତୀ ଦଳି ଦେଇଥିଲା। ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ଡିହଡୋଳ ସେକ୍ସନ ବନ କର୍ମଚାରୀ ପହଞ୍ଚିଥିଲେ</p> <p>ହାତୀ ଆକ୍ରମଣରେ ଦୁଇ ଦୁଇ ଜଣଙ୍କ ମୃତ୍ୟୁକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।</p>

Ordigital Desk
  • Published: Tuesday, 08 May 2018
  • Updated: 08 May 2018, 09:53 AM IST

Sports

Latest News

<p>କାମାକ୍ଷାନଗର (ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲାର ମହାବିରୋଡ଼ ରେଞ୍ଜର ଡିହୋଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ସରାଙ୍ଗରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ସରାଙ୍ଗ ଖନ୍ଦାନାଳ ଆଶ୍ରମର ତିନି ଜଣ ବାବା ଶୌଚ ପାଇଁ ନଦୀକୁ ଯାଇଥିବା ବେଳେ ହାତୀ ହାବୁଡରେ ପଡ଼ିଯାଇଥିଲେ। ଏମାନଙ୍କ ମଧ୍ୟରୁ ଜଣେ ବାବା ଦୌଡ଼ି ପଳାଇ ଆସିଥିବା ବେଳେ ଦୁଇ ଜଣଙ୍କୁ ନଦୀ ପଠାରେ ହାତୀ ଦଳି ଦେଇଥିଲା। ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ଡିହଡୋଳ ସେକ୍ସନ ବନ କର୍ମଚାରୀ ପହଞ୍ଚିଥିଲେ</p><p>ହାତୀ ଆକ୍ରମଣରେ ଦୁଇ ଦୁଇ ଜଣଙ୍କ ମୃତ୍ୟୁକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos