ଚିନ୍ତାର ବିଷୟ: ୪ ବର୍ଷର ନାବାଳିକାକୁ ଦୁଷ୍କର୍ମ କଲା ୧୪ ବର୍ଷର ବାଳକ

କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର):  କେନ୍ଦ୍ରାପଡା ମହାକାଳପଡା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି।  ଜଣେ ୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଗତ ୨୦ତାରିଖରେ ନାବାଳିକା ଜଣକ ପାଖ ଗାଁକୁ ହନୁମାନ ଯଜ୍ଞ ଦେଖିବାକୁ ଯାଇଥିଲେ। ସେ ସମୟରେ ତାଙ୍କୁ ଏକୁଟିଆ ପାଇ ୧୪ ବର୍ଷୀୟ ନାବାଳକ ନିଛାଟିଆ ସ୍ଥାନରେ ଦୁଷ୍କର୍ମ କରିଥିଲା। ନାବାଳିକାକୁ ପରିବାର ଲୋକେ ଉଦ୍ଧାର କରି ବେସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।  ଘଟଣାକୁ ଗାଁରେ ସମାଧାନ […]

girl

girl

Rakesh Mallick
  • Published: Sunday, 22 April 2018
  • Updated: 22 April 2018, 01:40 PM IST

Sports

Latest News

କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର):  କେନ୍ଦ୍ରାପଡା ମହାକାଳପଡା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି।  ଜଣେ ୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି।

ଅଭିଯୋଗ ଅନୁଯାୟୀ, ଗତ ୨୦ତାରିଖରେ ନାବାଳିକା ଜଣକ ପାଖ ଗାଁକୁ ହନୁମାନ ଯଜ୍ଞ ଦେଖିବାକୁ ଯାଇଥିଲେ। ସେ ସମୟରେ ତାଙ୍କୁ ଏକୁଟିଆ ପାଇ ୧୪ ବର୍ଷୀୟ ନାବାଳକ ନିଛାଟିଆ ସ୍ଥାନରେ ଦୁଷ୍କର୍ମ କରିଥିଲା। ନାବାଳିକାକୁ ପରିବାର ଲୋକେ ଉଦ୍ଧାର କରି ବେସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।  ଘଟଣାକୁ ଗାଁରେ ସମାଧାନ ଲାଗି ଚେଷ୍ଟା କରାଯାଇଥିଲା ହେଲେ ବିଫଳ ହେବାରୁ ଆଜି ମାର୍ଶାଘାଇ ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story