ଜଳିଗଲା ୫୦ ବଖରା ଘର

<p>ଭଞ୍ଜନଗର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବରପାଲି ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ସାହିର ପ୍ରାୟ ୫୦ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ୪୦ଟି ପରିବାର ସର୍ବସ୍ୱାନ୍ତ ହୋଇଯାଇଛନ୍ତି।</p> <p>ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। &nbsp;ଗାଁରେ ହିଂସାକାଣ୍ଡ ଘଟି କେହି ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି।</p>

Ordigital Desk
  • Published: Saturday, 07 April 2018
  • Updated: 07 April 2018, 09:16 AM IST

Sports

Latest News

<p>ଭଞ୍ଜନଗର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବରପାଲି ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ସାହିର ପ୍ରାୟ ୫୦ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ୪୦ଟି ପରିବାର ସର୍ବସ୍ୱାନ୍ତ ହୋଇଯାଇଛନ୍ତି।</p><p>ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। &nbsp;ଗାଁରେ ହିଂସାକାଣ୍ଡ ଘଟି କେହି ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos