ଜଳିଗଲା ୫୦ ବଖରା ଘର

ଭଞ୍ଜନଗର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବରପାଲି ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ସାହିର ପ୍ରାୟ ୫୦ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ୪୦ଟି ପରିବାର ସର୍ବସ୍ୱାନ୍ତ ହୋଇଯାଇଛନ୍ତି।

ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।  ଗାଁରେ ହିଂସାକାଣ୍ଡ ଘଟି କେହି ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି।

Previous ArticleNext Article

Send this to a friend