ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୪୧,୯୩୩ ଭୋଟ୍‌ରେ ପରାସ୍ତ କରିଛନ୍ତି। ବିଜୟ ପରେ ରୀତା ବିଜେପୁରବାସୀ ଓ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି। ବିଜେପୁରବାସୀଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଛନ୍ତି ତାକୁ ସେ ପୂରଣ କରିବେ ବୋଲି କହିଛନ୍ତି।</p> <p>ବିଜୟ ପରେ ଅଧିକ କ’ଣ କହୁଛନ୍ତି ରୀତା ଦେଖନ୍ତୁ ଭିଡିଓ।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।