ଆଜି ବି ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ଆଜି ବି ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ପାଗ ଆଶିଂକ ମେଘୁଆ ହେଲେ ମଧ୍ୟ ବର୍ଷା ସମ୍ଭାବନା କମ୍‌ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅନ୍ୟପକ୍ଷରେ ଆନ୍ତର୍ଜାତିକ ପାଣିପାଗ ସଂସ୍ଥା ଆକ୍ୟୁ ୱେଦରର ପୂର୍ବାନୁମାନ ଅନୁସାରେ ଦିନରେ ତାପମାତ୍ରା ବଢ଼ିବ। ଅପରାହ୍ନରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା […]

summer

summer

Rakesh Mallick
  • Published: Saturday, 02 April 2016
  • Updated: 02 April 2016, 04:44 AM IST

Sports

Latest News

ଭୁବନେଶ୍ୱର: ଆଜି ବି ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ପାଗ ଆଶିଂକ ମେଘୁଆ ହେଲେ ମଧ୍ୟ ବର୍ଷା ସମ୍ଭାବନା କମ୍‌ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଅନ୍ୟପକ୍ଷରେ ଆନ୍ତର୍ଜାତିକ ପାଣିପାଗ ସଂସ୍ଥା ଆକ୍ୟୁ ୱେଦରର ପୂର୍ବାନୁମାନ ଅନୁସାରେ ଦିନରେ ତାପମାତ୍ରା ବଢ଼ିବ। ଅପରାହ୍ନରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

ଶୁକ୍ରବାର ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story