ଆଜି ହେରାପଞ୍ଚମୀ, ଗୁଣ୍ଡିଚା ମନ୍ଦିର ଆସିବେ ମହାଲକ୍ଷ୍ମୀ

ପୁରୀ: ଆଜି ହେଉଛି ହେରାପଞ୍ଚମୀ। ପରମ୍ପରା ଅନୁଯାୟୀ ଆଜି ମହାଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ଆସିବେ। ଆଉ ଫେରିବା ସମୟରେ ନନ୍ଦିଘୋଷ ରଥର କିଛି ଅଂଶ ଭାଙ୍ଗି ଶ୍ରୀମନ୍ଦିରକୁ ଫେରିଯିବେ। ଗତକାଲି ହଜାର ହଜାର ଶ୍ରଦ୍ଧାଳୁ ଜନ୍ମବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଆଡ଼ପ ଅବଢ଼ା ପାଇଥିଲେ। ମଧ୍ୟାହ୍ନ ଧୂପ ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହୋଇଥିଲା ଏବଂ ଶ୍ରୀମୁଖ ଶୃଙ୍ଖାର ସମୟରେ ଭକ୍ତଙ୍କ ଲାଗି ଦର୍ଶନ ବନ୍ଦ ରହିଥିଲା।

gundicha

gundicha

Rakesh Mallick
  • Published: Wednesday, 22 July 2015
  • Updated: 22 July 2015, 01:29 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story