ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରତିବାଦରେ ଆଠଗଡ଼ରେ ୧୨ ଘଣ୍ଟିଆ ବନ୍ଦ

athagarh

ଆଠଗଡ଼: ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଆଜି କଟକ ଜିଲ୍ଲା ଆଠଗଡ଼ରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବିଜେପି ଓ କଂଗ୍ରେସ ସମେତ ବିଭିନ୍ନ ସଂଗଠନ ଏଥିରେ ସାମିଲ ହୋଇଛନ୍ତି। ବିଭିନ୍ନ ସ୍ଥାନରେ କର୍ମୀମାନେ ପିକେଟିଂ କରିବାରୁ ଦୋକାନ ବଜାର ଓ ଯାନବାହନ ବନ୍ଦ ରହିଛି। ସାମ୍ବାଦିକଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି ବିଭିନ୍ନ ରାଜନୈତିକ ଦଳ ଓ ସଂଗଠନ।

Previous ArticleNext Article

Send this to a friend