ଅଗଷ୍ଟ ୮ରେ କଟକ ଆସିବେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ

କଟକ: ଅଗଷ୍ଟ ୮ରେ କଟକ ଆସିବେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ନରାଜ୍ ଠାରେ ଥିବା ନ୍ୟାସନାଲ ଲ ୟୁନିଭରସିଟିର ପ୍ରଥମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତେବେ ରାଷ୍ଟ୍ରପତିଙ୍କ ଗସ୍ତର ପୂର୍ବ ପ୍ରସ୍ତୁତି ପାଇଁ କଟକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସମସ୍ତ ଅଧପନ୍ତରିଆ କାମକୁ ତୁରନ୍ତ ସାରିବାକୁ ଜିଲ୍ଲାପାଳ ବିଭିନ୍ନ ବିଭାଗର ଅଧୀକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଷ୍ଟ୍ରପତିଙ୍କ ସୁରକ୍ଷାକୁ […]

pranab-mukherjee

pranab-mukherjee

Rakesh Mallick
  • Published: Tuesday, 28 July 2015
  • Updated: 28 July 2015, 02:45 AM IST

କଟକ: ଅଗଷ୍ଟ ୮ରେ କଟକ ଆସିବେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ନରାଜ୍ ଠାରେ ଥିବା ନ୍ୟାସନାଲ ଲ ୟୁନିଭରସିଟିର ପ୍ରଥମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତେବେ ରାଷ୍ଟ୍ରପତିଙ୍କ ଗସ୍ତର ପୂର୍ବ ପ୍ରସ୍ତୁତି ପାଇଁ କଟକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସମସ୍ତ ଅଧପନ୍ତରିଆ କାମକୁ ତୁରନ୍ତ ସାରିବାକୁ ଜିଲ୍ଲାପାଳ ବିଭିନ୍ନ ବିଭାଗର ଅଧୀକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ନେଇ ଗୃହବିଭାଗ ସହ ଆଲୋଚନା କରାଯିବ ଏବଂ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ରାଷ୍ଟ୍ରପତି ୮ତାରିଖ ସକାଳ ୧୦ଟା ୪୦ ମିନିଟରେ ଭୁବନେଶ୍ୱରରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନରାଜ ଆସିବେ ଏବଂ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଭୁବନେଶ୍ୱରକୁ ଫେରିଯିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story