ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ

ମୋହନା(ମିହିର ଜତି): ଗଜପତି ଜିଲ୍ଲା ସେରଙ୍ଗ ଥାନା ଅନ୍ତର୍ଗତ ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁବୋଧ କୁମାର ରଥ। ସରକାରୀ ବାସଭବନରୁ ଆଜି ତାଙ୍କର ମୃତଦେହକୁ ଉଦ୍ଧାର କରାଯାଇଛି। ମୃତ ଡାକ୍ତରଙ୍କ ଘର ଗଞ୍ଜାମ ଜିଲ୍ଲା ପୋଲସରାରେ ବୋଲି ଜଣାପଡ଼ିଛି।  ସେ ବିବାହିତ ଏବଂ ତାଙ୍କର ଗୋଟିଏ ଝିଅ ଅଛି।  ତେବେ କେଉଁ ପରିସ୍ଥିତିରେ ଏବଂ କାହିଁକି ତାଙ୍କର ଏଭଳି ଆକସ୍ମିକ ମୃତ୍ୟୁ ଘଟିଛି ଜଣାପଡ଼ି ନାହିଁ। ଡାକ୍ତର […]

dead

dead

Rakesh Mallick
  • Published: Saturday, 12 May 2018
  • Updated: 12 May 2018, 02:20 PM IST

Sports

Latest News

ମୋହନା(ମିହିର ଜତି): ଗଜପତି ଜିଲ୍ଲା ସେରଙ୍ଗ ଥାନା ଅନ୍ତର୍ଗତ ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁବୋଧ କୁମାର ରଥ। ସରକାରୀ ବାସଭବନରୁ ଆଜି ତାଙ୍କର ମୃତଦେହକୁ ଉଦ୍ଧାର କରାଯାଇଛି।

ମୃତ ଡାକ୍ତରଙ୍କ ଘର ଗଞ୍ଜାମ ଜିଲ୍ଲା ପୋଲସରାରେ ବୋଲି ଜଣାପଡ଼ିଛି।  ସେ ବିବାହିତ ଏବଂ ତାଙ୍କର ଗୋଟିଏ ଝିଅ ଅଛି।  ତେବେ କେଉଁ ପରିସ୍ଥିତିରେ ଏବଂ କାହିଁକି ତାଙ୍କର ଏଭଳି ଆକସ୍ମିକ ମୃତ୍ୟୁ ଘଟିଛି ଜଣାପଡ଼ି ନାହିଁ।

ଡାକ୍ତର ସୁବୋଧ ବିଷ ପିଇ ଆତ୍ମହତ୍ୟା କରିଛନ୍ତି ବୋଲି ଖଜୁରୀପଦା ଫାଣ୍ଡି ପୋଲିସ କହିଛି। ତେବେ ଶବବ୍ୟବଚ୍ଛେଦ ପରେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ। ପୋଲିସ ମୃତଦେହକୁ ଜବତ କରିବା ସହ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story