ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌: ଜଣେ ମୃତ, ୪ ଗୁରୁତର

ସୋର: ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଦାଣ୍ଡକାଳୀ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ପିକ୍‌ଅପ୍ ଭ୍ୟାନ୍ ଟ୍ରକ୍‌ ପଛରେ ପିଟି ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚାରି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ପିକ୍‌ଅପ୍ ଭ୍ୟାନ୍‌ର ଡ୍ରାଇଭର ସୁଶାନ୍ତ ଦାସ। ଏହି ପିକ୍‌ଭ୍ୟାନ୍‌ରେ ଡ୍ରାଇଭରଙ୍କୁ ମିଶାଇ ପାଞ୍ଚ ଜଣ ବ୍ୟକ୍ତି ମାଛ ଯାଆଁଳ ପାଇଁ ବାସୁଦେବପୁରରୁ କୋଲକାତା ଅଭିମୁଖେ ଯାଉଥିଲେ। ଦାଣ୍ଡକାଳୀ ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌ଟି […]

accidentsora

accidentsora

Rakesh Mallick
  • Published: Thursday, 17 August 2017
  • Updated: 17 August 2017, 10:03 PM IST

Sports

Latest News

ସୋର: ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଦାଣ୍ଡକାଳୀ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ପିକ୍‌ଅପ୍ ଭ୍ୟାନ୍ ଟ୍ରକ୍‌ ପଛରେ ପିଟି ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚାରି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ପିକ୍‌ଅପ୍ ଭ୍ୟାନ୍‌ର ଡ୍ରାଇଭର ସୁଶାନ୍ତ ଦାସ।

ଏହି ପିକ୍‌ଭ୍ୟାନ୍‌ରେ ଡ୍ରାଇଭରଙ୍କୁ ମିଶାଇ ପାଞ୍ଚ ଜଣ ବ୍ୟକ୍ତି ମାଛ ଯାଆଁଳ ପାଇଁ ବାସୁଦେବପୁରରୁ କୋଲକାତା ଅଭିମୁଖେ ଯାଉଥିଲେ। ଦାଣ୍ଡକାଳୀ ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌ଟି ନିୟନ୍ତ୍ରଣ ହରାଇ ଏକ ଟ୍ରକ୍ ପଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା।

ଖନ୍ତାପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ବାଲେଶ୍ୱର ସଦର ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story