ବଙ୍ଗୋପସାଗରରେ ଲଘୁଚାପ: ଆଜିଠାରୁ ବର୍ଷା ପରିମାଣ ବଢ଼ିବ

ଭୁବନେଶ୍ୱର: ଉତ୍ତର ବଙ୍ଗେ।ପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଗତକାଲି ରାଜ୍ୟର ଅନେକ ସ୍ଥାନରେ ବର୍ଷା  ହୋଇଛି। ଆଜି ସକାଳୁ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇଛି। ଆଜିଠାରୁ ବର୍ଷା ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ଓ ସତର୍କ ରହିବାକୁ କୁହାଯାଇଛି।

barsha

barsha

Rakesh Mallick
  • Published: Thursday, 09 July 2015
  • Updated: 09 July 2015, 02:17 AM IST

Sports

Latest News

ଭୁବନେଶ୍ୱର: ଉତ୍ତର ବଙ୍ଗେ।ପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଗତକାଲି ରାଜ୍ୟର ଅନେକ ସ୍ଥାନରେ ବର୍ଷା  ହୋଇଛି। ଆଜି ସକାଳୁ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇଛି। ଆଜିଠାରୁ ବର୍ଷା ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ଓ ସତର୍କ ରହିବାକୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos