ବଙ୍ଗୋପସାଗରରେ ଲଘୁଚାପ: ଆଜିଠାରୁ ବର୍ଷା ପରିମାଣ ବଢ଼ିବ

barsha

ଭୁବନେଶ୍ୱର: ଉତ୍ତର ବଙ୍ଗେ।ପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଗତକାଲି ରାଜ୍ୟର ଅନେକ ସ୍ଥାନରେ ବର୍ଷା  ହୋଇଛି। ଆଜି ସକାଳୁ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇଛି। ଆଜିଠାରୁ ବର୍ଷା ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ଓ ସତର୍କ ରହିବାକୁ କୁହାଯାଇଛି।

Previous ArticleNext Article

Send this to a friend