ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>କଟକ(ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ବାଙ୍କୀ ଅରପୁର ଗାଁର ଏକ କୂଅ ଭିତରୁ ଏକ ଭାଲୁକୁ ଉଦ୍ଧାର କରାଯାଇଛି। କୂଅ ଭିତରେ ଭାଲୁଟି ପଡ଼ି ଯାଇଥିବା ଖବର ପାଇ ଡମପଡା ବନ ବିଭାଗ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଭାଲୁକୁ ଉଦ୍ଧାର କରିଥିଲେ। ପରେ ଡମପଡ଼ା ଚନ୍ଦକା ଅଭୟାରଣ୍ୟରେ ଭାଲୁଟିକୁ ଛାଡ଼ି ଦିଆଯାଇଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।