ଭୁବନେଶ୍ୱର:  ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଇଫତାର ପାର୍ଟି  

ifatara

ଭୁବନେଶ୍ୱର:  ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଏକ ଇଫତାର ପାର୍ଟି ଆୟୋଜିତ ହୋଇଯାଇଛି । ଭୁବନେଶ୍ୱର ପାନ୍ଥନିବାସ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ, ନିରଂଜନ ପଟ୍ଟନାୟକ, ଜୟଦେବ ଜେନା ଓ ରାଜ୍ୟ ସହ-ପ୍ରଭାରୀ ଶୁଭଙ୍କର ସରକାରଙ୍କ ସମେତ ଦଳର ବହୁ ନେତା ଓ କର୍ମୀ ଯୋଗ ଦେଇଥିଲେ। ଏହି ଅବସରରେ ଏକ ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଥିଲା

Previous ArticleNext Article

Send this to a friend