ଆଜି ରାଜରାସ୍ତାକୁ ଓହ୍ଲାଇବ ବିଜେପି

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ମହିଳା ଓ ନାବାଳିକାଙ୍କ ସୁରକ୍ଷା ପ୍ରସଙ୍ଗରେ ଆଜି ରାଜରାସ୍ତାକୁ ଓହ୍ଲାଇବ ବିଜେପି। ଏନେଇ ଆଜି ଭୁବନେଶ୍ୱର ଲୋୟରପିଏମ୍‌ଜିରେ ବିଜେପି ମହିଳା ମୋର୍ଚ୍ଚା ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯିବ। ଏଥିରେ ରାଜ୍ୟର ଶତାଧିକ ମହିଳା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଏହି ଅବସରରେ ରାଜ୍ୟ ସରକାରଙ୍କ ବିରୋଧରେ ବର୍ଷିବ ମହିଳା ମୋର୍ଚ୍ଚା। ତେବେ ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ।

Previous ArticleNext Article

Send this to a friend