ଆଜି ରାଜରାସ୍ତାକୁ ଓହ୍ଲାଇବ ବିଜେପି

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ମହିଳା ଓ ନାବାଳିକାଙ୍କ ସୁରକ୍ଷା ପ୍ରସଙ୍ଗରେ ଆଜି ରାଜରାସ୍ତାକୁ ଓହ୍ଲାଇବ ବିଜେପି। ଏନେଇ ଆଜି ଭୁବନେଶ୍ୱର ଲୋୟରପିଏମ୍&zwnj;ଜିରେ ବିଜେପି ମହିଳା ମୋର୍ଚ୍ଚା ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯିବ। ଏଥିରେ ରାଜ୍ୟର ଶତାଧିକ ମହିଳା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।</p> <p>ଏହି ଅବସରରେ ରାଜ୍ୟ ସରକାରଙ୍କ ବିରୋଧରେ ବର୍ଷିବ ମହିଳା ମୋର୍ଚ୍ଚା। ତେବେ ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ।</p>

Ordigital Desk
  • Published: Monday, 07 May 2018
  • Updated: 07 May 2018, 10:49 AM IST
<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ମହିଳା ଓ ନାବାଳିକାଙ୍କ ସୁରକ୍ଷା ପ୍ରସଙ୍ଗରେ ଆଜି ରାଜରାସ୍ତାକୁ ଓହ୍ଲାଇବ ବିଜେପି। ଏନେଇ ଆଜି ଭୁବନେଶ୍ୱର ଲୋୟରପିଏମ୍&zwnj;ଜିରେ ବିଜେପି ମହିଳା ମୋର୍ଚ୍ଚା ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯିବ। ଏଥିରେ ରାଜ୍ୟର ଶତାଧିକ ମହିଳା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।</p><p>ଏହି ଅବସରରେ ରାଜ୍ୟ ସରକାରଙ୍କ ବିରୋଧରେ ବର୍ଷିବ ମହିଳା ମୋର୍ଚ୍ଚା। ତେବେ ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos