ବସ୍‌-ଟ୍ରକ୍ ମୁହାଁମୁହିଁ ଧକ୍କା: ଜଣେ ମୃତ, ୧୪ ଆହତ

busaccident

ସମ୍ବଲପୁର: ସମ୍ବଲପୁର-ରେଢ଼ାଖୋଲ ରାସ୍ତାର ହିନ୍ଦୋଳ ଠାରେ ଆଜି ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ପ୍ରାଣ ହରାଇଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି।

Previous ArticleNext Article

Send this to a friend