ମାର୍ଚ୍ଚ ୫ରୁ ସିବିଏସ୍ଇ ବୋର୍ଡ ପରୀକ୍ଷା

Exam-b

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାର୍ଚ୍ଚ ୫ରୁ ସିବିଏସ୍ଇ ବୋର୍ଡ ପରୀକ୍ଷା। ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ୫ ତାରିଖରୁ ଆରମ୍ଭ ହେବ। ଏପ୍ରିଲ୍ ୪ ତାରିଖରେ ଦଶମ ଶ୍ରେଣୀ ପରୀକ୍ଷା ଶେଷ ହେବ।  ସେହିପରି ଏପ୍ରିଲ ୧୨ ତାରିଖରେ ଦ୍ୱାଦଶ ପରୀକ୍ଷା ସରିବ। ତେବେ ଏନେଇ ସିବିଏସ୍ଇ ପକ୍ଷରୁ କୌଣସି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବା ବେଳେ ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ଏହି ସୂଚନା ମିଳିଛି।

Previous ArticleNext Article

Send this to a friend