ଛାତ୍ର ସଂସଦ ନିର୍ବାଚନ: ମତଦାନ ଶେଷ,ସନ୍ଧ୍ୟାରେ ଫଳାଫଳ ଘୋଷଣା

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନର ମତଦାନ ଶେଷ ହୋଇଛି। ରାଜ୍ୟର ୬୮୬ କଲେଜ ଏବଂ ୮ଟି ବିଶ୍ୱବିଦ୍ୟାଳୟରେ  ମତଦାନ ହୋଇଛି। ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ହୋଇଛି। ଏହାପରେ ଭୋଟ ଗଣତି ହୋଇ ସନ୍ଧ୍ୟା ସୁଦ୍ଧା ନିର୍ବାଚନ ଫଳ ଘୋଷଣା କରାଯିବ। ଆସନ୍ତାକାଲି ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ରେଭେନ୍ସା ମହାବିଦ୍ୟାଳୟ ଓ ବିଜେବି କଲେଜର ନିର୍ବାଚନ ଉପରେ ସମସ୍ତଙ୍କ ନଜର ରହିଛି। ଗତକାଲି ହ୍ୱାଇ ଆଇ ଷ୍ଟାଣ୍ଡ ଫର […]

student

student

Rakesh Mallick
  • Published: Wednesday, 14 October 2015
  • Updated: 14 October 2015, 10:19 AM IST

studentଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନର ମତଦାନ ଶେଷ ହୋଇଛି। ରାଜ୍ୟର ୬୮୬ କଲେଜ ଏବଂ ୮ଟି ବିଶ୍ୱବିଦ୍ୟାଳୟରେ  ମତଦାନ ହୋଇଛି। ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ହୋଇଛି। ଏହାପରେ ଭୋଟ ଗଣତି ହୋଇ ସନ୍ଧ୍ୟା ସୁଦ୍ଧା ନିର୍ବାଚନ ଫଳ ଘୋଷଣା କରାଯିବ। ଆସନ୍ତାକାଲି ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ରେଭେନ୍ସା ମହାବିଦ୍ୟାଳୟ ଓ ବିଜେବି କଲେଜର ନିର୍ବାଚନ ଉପରେ ସମସ୍ତଙ୍କ ନଜର ରହିଛି। ଗତକାଲି ହ୍ୱାଇ ଆଇ ଷ୍ଟାଣ୍ଡ ଫର ମିଟିଂରେ ପ୍ରାର୍ଥୀମାନେ ପ୍ରତିଶ୍ରୁତି ଦେବା ସହ ପ୍ରଚାର କରିଥିଲେ। ବିଶୃଙ୍ଖଳା ପାଇଁ ରାଜ୍ୟର ୧୭ଟି କଲେଜ ଓ ଉତ୍କଳ ବିଶ୍ୱବିଦ୍ୟାଳୟ ନିର୍ବାଚନ ପୂର୍ବରୁ ବାତିଲ କରିଦିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos