ସାରା ରାଜ୍ୟରେ ମେଘୁଆ ପାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସବୁ ଦିନ ରାଜ୍ୟର କୌଣସି ନା କୌଣସି ସ୍ଥାନରେ ବର୍ଷା ହେଉଛି। ଅାଜି ସାରା ରାଜ୍ୟର  ଅଞ୍ଚଳରେ ପାଗ ମେଘୁଅା ରହିଛି। ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ଭାବେ ବର୍ଷା ହେଉଛି।

ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ମଧ୍ୟ ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଅାଞ୍ଚଳିକ ପାଣିପାଗ କେନ୍ଦ୍ର।

Previous ArticleNext Article

Send this to a friend