ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ଭୋଗମଣ୍ଡପ ନୀତି ପରେ ଏହି ଖସାପଡ଼ା ନୀତି ହେବ। ଏଥିପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।