ମାରି ଦେଇଛନ୍ତି କି?

dead body

ଖୋର୍ଦ୍ଧା: ଖୋର୍ଦ୍ଧା ମଳିପଡ଼ା ନିକଟରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି।  ସେ ହେଲେ ହରିଜନ ସାହିର ଅର୍ଜୁନ ନାୟକ।  ଅର୍ଜୁନଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।  ୧୬ ନମ୍ବର ଜାତୀୟ ରାଜପଥର ମଳିପଡ଼ା ନିକଟରେ ଯୁବକଙ୍କୁ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ  ପୋଲିସକୁ ଖବର ଦେଇଥିଲେ।

ଜଙ୍କିଆ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ସାଇଣ୍ଟିଫିକ୍ ଟିମର ସହାୟତା ନେଇଛି।  ଏହି ଘଟଣାରେ ୨ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।

Previous ArticleNext Article

Send this to a friend