ବିଲରୁ ଯୁବକଙ୍କ ଝୁଲନ୍ତା ଶବ ଉଦ୍ଧାର

<p>ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସଦର ଥାନା ନାହାଦା ଗାଁରେ ବିଲ ଭିତରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ନିକଟ ଈଶାଣୀ ଗାଁର ବୋଲି ଜଣାପଡ଼ିଛି। ୩ ଦିନ ହେବ ସେ ନିଖୋଜ ଥିଲେ।</p> <p>ମୃତଦେହ ଉଦ୍ଧାର ପରେ ତାଙ୍କ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଚନ୍ତି। ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାବା ସହ ଏକ ମାମଲା ରୁଜୁ ଘଟଣାର ତଦନ୍ତ ଆରମ୍ଭ କରିଛି।</p>

Ordigital Desk
  • Published: Saturday, 12 May 2018
  • Updated: 12 May 2018, 04:33 PM IST

Sports

Latest News

<p>ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସଦର ଥାନା ନାହାଦା ଗାଁରେ ବିଲ ଭିତରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ନିକଟ ଈଶାଣୀ ଗାଁର ବୋଲି ଜଣାପଡ଼ିଛି। ୩ ଦିନ ହେବ ସେ ନିଖୋଜ ଥିଲେ।</p><p>ମୃତଦେହ ଉଦ୍ଧାର ପରେ ତାଙ୍କ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଚନ୍ତି। ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାବା ସହ ଏକ ମାମଲା ରୁଜୁ ଘଟଣାର ତଦନ୍ତ ଆରମ୍ଭ କରିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos