ଆମ୍ବଗଛରେ ଯୁବତୀଙ୍କ ଝୁଲନ୍ତା ମୃତଦେହ

tree

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବିଏନପୁର ଗାଁ ରାସ୍ତାକଡ଼ ଆମ୍ବଗଛରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି । ତେବେ ଯୁବତୀଙ୍କ ପରିଚୟ ମିଳିପାର ନାହିଁ। ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାହା ମଧ୍ୟ ସ୍ପଷ୍ଟ ହୋଇ ନାହିଁ।

Previous ArticleNext Article

Send this to a friend