ଢେଙ୍କାନାଳ (ଓଡ଼ିଶା ରିପୋର୍ଟର): ଗଁନ୍ଦିଆ ଥାନା କାଙ୍କଲୁଣ୍ଡା ଗାଁ ପାଖ ମାତା ମଠରୁ ଜଣେ ମହିଳାଙ୍କ ମୃତଦେହ ମିଳିଛି। କ୍ଷତାକ୍ତ ଅବସ୍ଥାରେ ତାଙ୍କ ମୃତଦେହ ମଠରେ ପଡ଼ିଥିବା ଦେଖାଯାଇଛି। ମୃତ ମହିଳାଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।