ଘର ଭିତରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ

<p>ବାରିପଦା (ମାଣିକଲାଲ୍ ପାଣି): ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଢେଉଁଚାପଦା ଗାଁରେ ଏକ ଘରୁ ଗତକାଲି ରାତିରେ ଏକ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନେ ବିଷ ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକମାନେ ହେଲେ ସନିଆ ମୁର୍ମୁ ଓ ତାଙ୍କ ପତ୍ନୀ ସୁମି ମୁର୍ମୁ।</p> <p>ସେମାନଙ୍କର ଏକ ଛୋଟ ଘର ଓ ଅଳ୍ପ ଜମି ଥିବା ବେଳେ କେହି ସନ୍ତାନ ନଥିଲେ। ଏଥିପାଇଁ ସେମାନେ ଅନେକ ସମୟରେ ଦୁଃଖିତ ରହୁଥିଲେ ବୋଲି ପଡ଼ୋଶୀମାନେ କହିଛନ୍ତି। ତେବେ ସେମାନେ ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କୌଣସି କାରଣରୁ ସେମାନଙ୍କ ମୃତ୍ୟୁ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ।&nbsp; ପୁଲିସ୍&zwnj; ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।</p>

Ordigital Desk
  • Published: Thursday, 19 July 2018
  • Updated: 19 July 2018, 07:46 AM IST

Sports

Latest News

<p>ବାରିପଦା (ମାଣିକଲାଲ୍ ପାଣି): ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଢେଉଁଚାପଦା ଗାଁରେ ଏକ ଘରୁ ଗତକାଲି ରାତିରେ ଏକ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନେ ବିଷ ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକମାନେ ହେଲେ ସନିଆ ମୁର୍ମୁ ଓ ତାଙ୍କ ପତ୍ନୀ ସୁମି ମୁର୍ମୁ।</p><p>ସେମାନଙ୍କର ଏକ ଛୋଟ ଘର ଓ ଅଳ୍ପ ଜମି ଥିବା ବେଳେ କେହି ସନ୍ତାନ ନଥିଲେ। ଏଥିପାଇଁ ସେମାନେ ଅନେକ ସମୟରେ ଦୁଃଖିତ ରହୁଥିଲେ ବୋଲି ପଡ଼ୋଶୀମାନେ କହିଛନ୍ତି। ତେବେ ସେମାନେ ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କୌଣସି କାରଣରୁ ସେମାନଙ୍କ ମୃତ୍ୟୁ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ।&nbsp; ପୁଲିସ୍&zwnj; ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos