ରାୟଗଡ଼ାରେ ଡେଙ୍ଗୁ ଆତଙ୍କ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ସଦର ବ୍ଲକରେ ଡେଙ୍ଗୁ ଆତଙ୍କ ଦେଖା ଦେଇଛି। ବ୍ଲକର  ବୀରନାରାୟଣପୁରର ବହୁ ଲୋକ ଜ୍ୱରରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଡେଙ୍ଗୁ ହୋଇଥିବା ସନ୍ଦେହ କରାଯାଉଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କୋରାପୁଟ ପବ୍ଲିକ ହେଲ୍ଥ ଲାବୋରୋଟୋରିକୁ ପଠାଇ ଦିଆଯାଇଛି। ଏଠାରୁ ପ୍ରଥମେ ୪୨ ଜଣଙ୍କ ରକ୍ତ ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ କେତେକଙ୍କ ନମୁନାରେ ଡେଙ୍ଗୁ ଭୁତାଣୁ ଥିବା ସନ୍ଦେହ କରାଯାଉଛି। ୫ ଦିନ ପରେ […]

1470291607-4988

1470291607-4988

Rakesh Mallick
  • Published: Saturday, 09 June 2018
  • Updated: 09 June 2018, 07:21 PM IST

Sports

Latest News

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ସଦର ବ୍ଲକରେ ଡେଙ୍ଗୁ ଆତଙ୍କ ଦେଖା ଦେଇଛି। ବ୍ଲକର  ବୀରନାରାୟଣପୁରର ବହୁ ଲୋକ ଜ୍ୱରରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଡେଙ୍ଗୁ ହୋଇଥିବା ସନ୍ଦେହ କରାଯାଉଛି।

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କୋରାପୁଟ ପବ୍ଲିକ ହେଲ୍ଥ ଲାବୋରୋଟୋରିକୁ ପଠାଇ ଦିଆଯାଇଛି। ଏଠାରୁ ପ୍ରଥମେ ୪୨ ଜଣଙ୍କ ରକ୍ତ ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ କେତେକଙ୍କ ନମୁନାରେ ଡେଙ୍ଗୁ ଭୁତାଣୁ ଥିବା ସନ୍ଦେହ କରାଯାଉଛି। ୫ ଦିନ ପରେ ଏହା ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos