ଟ୍ରକ୍‌ ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ

road-accident

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ମଶାଣିଆ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁଘଟଣା ଘଟିଛି। ବାଇକ୍‌ରେ ଯାଇଥିବା ଅମରେନ୍ଦ୍ର ଦାସ ଓ ସ୍ମୃତିରଞ୍ଜନ ବେହେରାଙ୍କୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ମୃତ ଯୁବକ ଦୁଇ ଜଣ ଭୂଷଣ କାରଖାନାର କର୍ମଚାରୀ ବୋଲି ଜଣାପଡ଼ିଛି।

Previous ArticleNext Article

Send this to a friend