ଆଜିଠୁ ଅନଶନରେ ବସିବେ ଚାଷୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅନଶନ ଓ ସତ୍ୟାଗ୍ରହ କରିବେ ଚାଷୀ। ପ୍ରାଇସ୍, ପ୍ରେଷ୍ଟିଜ୍ ଓ ପେନସନ୍‌ ଦାବିରେ ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଚାଷୀମାନେ ଭୁବନେଶ୍ୱରର ଲୋୟର ପିଏମ୍‌ଜିରେ ଅନଶନରେ ବସିବେ। ଏଥିରେ ରାଜ୍ୟର ୧ ଲକ୍ଷରୁ ଅଧିକ ଚାଷୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ୩୬ ଲକ୍ଷ ଚାଷୀଙ୍କ ପାଇଁ ୨୦ ବର୍ଷ ବୟସରୁ ମାସିକ ୫ହଜାର ଟଙ୍କା ହିସାବରେ ବଜେଟ୍‌ରେ ବାର୍ଷିକ ୨୧ ହଜାର ୬୦୦ କୋଟି ଟଙ୍କା ପାରିତ ଦାବିରେ […]

strike

strike

Rakesh Mallick
  • Published: Monday, 12 March 2018
  • Updated: 12 March 2018, 09:22 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅନଶନ ଓ ସତ୍ୟାଗ୍ରହ କରିବେ ଚାଷୀ। ପ୍ରାଇସ୍, ପ୍ରେଷ୍ଟିଜ୍ ଓ ପେନସନ୍‌ ଦାବିରେ ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଚାଷୀମାନେ ଭୁବନେଶ୍ୱରର ଲୋୟର ପିଏମ୍‌ଜିରେ ଅନଶନରେ ବସିବେ। ଏଥିରେ ରାଜ୍ୟର ୧ ଲକ୍ଷରୁ ଅଧିକ ଚାଷୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

୩୬ ଲକ୍ଷ ଚାଷୀଙ୍କ ପାଇଁ ୨୦ ବର୍ଷ ବୟସରୁ ମାସିକ ୫ହଜାର ଟଙ୍କା ହିସାବରେ ବଜେଟ୍‌ରେ ବାର୍ଷିକ ୨୧ ହଜାର ୬୦୦ କୋଟି ଟଙ୍କା ପାରିତ ଦାବିରେ ଏହି ସତ୍ୟାଗ୍ରହ ଆରମ୍ଭ ହେବ।  ନବନିର୍ମାଣ କୃଷକ ସଂଗଠନ ନିରବଚ୍ଛିନ୍ନ ଭାବେ ଚାଷୀଙ୍କ ସ୍ୱାର୍ଥ ପାଇଁ ଲଢ଼େଇ ଜାରି ରଖିଛି।

https://www.youtube.com/watch?v=c3BGgKBZrTo

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos