ଥାନା ପରିସରରେ ଅଗ୍ନିକାଣ୍ଡ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଥାନା ପରିସରରେ ଲାଗିଗଲା ନିଆଁ। ଆଜି ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ଥାନା ପରିସରରେ ଘଟିଛି ଏ ଘଟଣା। ଥାନା ପରିସରରେ ଥିବା ବାରାକ୍‌ରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡରେ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଫ୍ୟାନ୍‌ରୁ  ସର୍ଟ ସର୍କିଟ ହୋଇ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡରେ ବାରାକ୍‌ର ବହୁ ଗୁରୁତ୍ୱପୂର୍ଣ୍ଣ […]

fire

fire

Rakesh Mallick
  • Published: Sunday, 06 May 2018
  • Updated: 06 May 2018, 04:25 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଥାନା ପରିସରରେ ଲାଗିଗଲା ନିଆଁ। ଆଜି ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ଥାନା ପରିସରରେ ଘଟିଛି ଏ ଘଟଣା। ଥାନା ପରିସରରେ ଥିବା ବାରାକ୍‌ରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡରେ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଫ୍ୟାନ୍‌ରୁ  ସର୍ଟ ସର୍କିଟ ହୋଇ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡରେ ବାରାକ୍‌ର ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ନଷ୍ଟ ହୋଇଥିବା ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos