ଜବତ ହେଲା ଏକ ଟନ୍‌ ଗଞ୍ଜେଇ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଖଣ୍ଡଗିରି ଛକରୁ ଏକ ଟନ୍‌ ଗଞ୍ଜେଇ ଜବତ ହୋଇଛି।ଟ୍ରକରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇଁ ରାଜସ୍ୱ  ନିର୍ଦ୍ଦେଶାଳୟ ପକ୍ଷରୁ ଚଢ଼ଉ କରାଯାଇଥିଲା। ଏନେଇ ଜଣଙ୍କୁ  ଅଟକ  ରଖି ପଚରାଉଚରା କରାଯାଉଛି। ଗଞ୍ଜେଇ ଆନ୍ଧ୍ରପ୍ରଦେଶର  ଇଚ୍ଛାପୂରମରୁ ବିହାରକୁ ଚାଲାଣ ହେଉଥିଲା ବୋଲି ସୂଚନା ମିଳିଛି।

Previous ArticleNext Article

Send this to a friend