ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

<p>ବଣାଇ(ଓଡ଼ିଶା ରିପୋର୍ଟର):ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ କଟାଖଣ୍ଡି ବସ୍ତିରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି।&nbsp; ଏହି ଘଟଣାରେ ବଣାଇ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି।</p> <p>ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ସେହି ଅଞ୍ଚଳର ଦୁଇ ଯୁବକ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି।&nbsp; ଯୁବତୀ ଜଣକ ଗର୍ଭବତୀ ହୋଇଥିବା ଜାଣିବା ପରେ ପରିବାର ଲୋକେ ଥାନାର ଦ୍ୱାରସ୍ଥ ହୋଇଛନ୍ତି।</p>

Ordigital Desk
  • Published: Thursday, 08 March 2018
  • Updated: 08 March 2018, 11:10 AM IST

Sports

Latest News

<p>ବଣାଇ(ଓଡ଼ିଶା ରିପୋର୍ଟର):ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ କଟାଖଣ୍ଡି ବସ୍ତିରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି।&nbsp; ଏହି ଘଟଣାରେ ବଣାଇ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି।</p><p>ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ସେହି ଅଞ୍ଚଳର ଦୁଇ ଯୁବକ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି।&nbsp; ଯୁବତୀ ଜଣକ ଗର୍ଭବତୀ ହୋଇଥିବା ଜାଣିବା ପରେ ପରିବାର ଲୋକେ ଥାନାର ଦ୍ୱାରସ୍ଥ ହୋଇଛନ୍ତି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos