୧୫ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ୧୫ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ଅନୁଗୋଳ, ରାୟଗଡ଼ା, କନ୍ଧମାଳ ଓ ଢେଙ୍କାନାଳ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକରେ ବର୍ଷା ବେଳେ ୫୦ରୁ ୬୦ କିମି ବେଗରେ ପବନ ବହିବ। ଏହାସହ କୁଆପଥର […]

rain

rain

Rakesh Mallick
  • Published: Sunday, 29 April 2018
  • Updated: 29 April 2018, 05:05 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ୧୫ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ଅନୁଗୋଳ, ରାୟଗଡ଼ା, କନ୍ଧମାଳ ଓ ଢେଙ୍କାନାଳ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକରେ ବର୍ଷା ବେଳେ ୫୦ରୁ ୬୦ କିମି ବେଗରେ ପବନ ବହିବ। ଏହାସହ କୁଆପଥର ମାଡ଼ ସହ ପ୍ରବଳ ଝଡ଼ ବହିବାର ମଧ୍ୟ  ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos