ରାତିରେ ବର୍ଷିବ, ଘଡ଼ଘଡ଼ି ମାରିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହେଉଥିବାରୁ ଆଜି ରାତିରେ ଝଡ଼ତୋଫାନ ବର୍ଷା ହେବ। ଏଥିପାଇଁ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ରାତିରେ କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବା ସହିତ ପବନ ବୋହିବ। ପବନର […]

Lucknow_UP_weather_floods_in_up_Heavy_rain_in_up_Heat_and_hot_winds_Mansoon_Rain_and_heat_Utt_1532939462

Ordigital Desk
  • Published: Sunday, 12 August 2018
  • Updated: 12 August 2018, 08:54 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହେଉଥିବାରୁ ଆଜି ରାତିରେ ଝଡ଼ତୋଫାନ ବର୍ଷା ହେବ।

ଏଥିପାଇଁ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଜି ରାତିରେ କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବା ସହିତ ପବନ ବୋହିବ। ପବନର ବେଗ ଘଣ୍ଟାକୁ କିମି ପ୍ରତି ୫୦ରୁ ୬୦ ରହିବ।

ଏଥିପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର।

ତେଣୁ ରାତି ୧୨ଟା ପୂର୍ବରୁ ଘରକୁ ଫେରିଆସିବା ପାଇଁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story