୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୮ଟି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏଥିପାଇଁ ଦିନ ସାଢ଼େ ୧ ପର୍ଯ୍ୟନ୍ତ  ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପକ୍ଷରୁ କୁହାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ଗଞ୍ଜାମ, ଖୋର୍ଦ୍ଧା, କଟକ, ରାୟଗଡ଼ା, ସମ୍ବଲପୁର, ଝାରସୁଗୁଡ଼ା, କୋରାପୁଟ ଓ ମାଲକାନଗିରି।

Previous ArticleNext Article

Send this to a friend